Psalms 118:22 — Compare Translations

5 translations compared side by side

Odia - 1840
"ନିର୍ମାଣକାରୀମାନେ ଯେଉଁ ପଥର ସବୁ ଅଗ୍ରାହ୍ଯ କଲେ। ତାହା କୋଣର ପ୍ରଧାନ ପଥର ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗାନ୍ଥକମାନେ ଯେଉଁ ପଥର ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ନିର୍ମାଣକାରୀମାନେ ଯେଉଁ ପଥର ସବୁ ଅଗ୍ରାହ୍ୟ କଲେ। ତାହା କୋଣର ପ୍ରଧାନ ପଥର ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗାନ୍ଥକମାନେ ଯେଉଁ ପଥର ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ଗାନ୍ଥକମାନେ ଯେଉଁ ପଥର ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହୋଇଅଛି।