Psalms 118:23 — Compare Translations

5 translations compared side by side

Odia - 1840
"ଏହାସବୁ ସଦାପ୍ରଭୁଙ୍କ କର୍ମ। କିନ୍ତୁ ଆମ୍ଭ ଦୃଷ୍ଟିରେ ଏହା ଆଶ୍ଚର୍ୟ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହା ସଦାପ୍ରଭୁଙ୍କ କର୍ମ; ଏହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ଏହାସବୁ ସଦାପ୍ରଭୁଙ୍କ କର୍ମ, କିନ୍ତୁ ଆମ୍ଭ ଦୃଷ୍ଟିରେ ଏହା ଆଶ୍ଚର୍ଯ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହା ସଦାପ୍ରଭୁଙ୍କ କର୍ମ; ଏହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟ।
Odia IRV 2017 (ଓଡିଆ ବାଇବେଲ)
ଏହା ସଦାପ୍ରଭୁଙ୍କ କର୍ମ; ଏହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟ।