Psalms 118:24 — Compare Translations
5 translations compared side by side
Odia - 1840
"ଆଜି ଦିନକୁ ସଦାପ୍ରଭୁ ହିଁ ତିଆରି କରିଛନ୍ତି। ଆସ ଆମ୍ଭମାନେେ ଆଜି ଆନନ୍ଦ ଓ ଉଲ୍ଲାସ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହା ସଦାପ୍ରଭୁଙ୍କ କୃତ ଦିନ; ଆମ୍ଭେମାନେ ଏଥିରେ ଆନନ୍ଦ ଓ ଉଲ୍ଲାସ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଆଜି ଦିନକୁ ସଦାପ୍ରଭୁ ହିଁ ତିଆରି କରିଛନ୍ତି। ଆସ ଆମ୍ଭେମାନେ ଆଜି ଆନନ୍ଦ ଓ ଉଲ୍ଲାସ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହା ସଦାପ୍ରଭୁଙ୍କ କୃତ ଦିନ; ଆମ୍ଭେମାନେ ଏଥିରେ ଆନନ୍ଦ ଓ ଉଲ୍ଲାସ କରିବା।
Odia IRV 2017 (ଓଡିଆ ବାଇବେଲ)
ଏହା ସଦାପ୍ରଭୁଙ୍କ କୃତ ଦିନ; ଆମ୍ଭେମାନେ ଏଥିରେ ଆନନ୍ଦ ଓ ଉଲ୍ଲାସ କରିବା।