Psalms 118:25 — Compare Translations
5 translations compared side by side
Odia - 1840
"ଲୋକମାନେ କହନ୍ତି, ହେ ସଦାପ୍ରଭୁ, ଆମ୍ଭକୁ ରକ୍ଷା କର। ସଦାପ୍ରଭୁ, ଆମ୍ଭକୁ ସଫଳତା ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ଆମ୍ଭେମାନେ ବିନୟ କରୁଅଛୁ, ଏବେ ପରିତ୍ରାଣ କର; ହେ ସଦାପ୍ରଭୋ, ଆମ୍ଭେମାନେ ବିନୟ କରୁଅଛୁ, ଏବେ ସଫଳତା ଆଜ୍ଞା କର ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ କହନ୍ତି, “ହେ ସଦାପ୍ରଭୁ, ଆମ୍ଭକୁ ରକ୍ଷା କର। ସଦାପ୍ରଭୁ, ଆମ୍ଭକୁ ସଫଳତା ଦିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ଆମ୍ଭେମାନେ ବିନୟ କରୁଅଛୁ, ଏବେ ପରିତ୍ରାଣ କର; ହେ ସଦାପ୍ରଭୋ, ଆମ୍ଭେମାନେ ବିନୟ କରୁଅଛୁ, ଏବେ ସଫଳତା ଆଜ୍ଞା କର।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ଆମ୍ଭେମାନେ ବିନୟ କରୁଅଛୁ, ଏବେ ପରିତ୍ରାଣ କର; ହେ ସଦାପ୍ରଭୁ, ଆମ୍ଭେମାନେ ବିନୟ କରୁଅଛୁ, ଏବେ ସଫଳତା ଆଜ୍ଞା କର।