Psalms 118:26 — Compare Translations

5 translations compared side by side

Odia - 1840
"ୟାଜକମାନେ କହନ୍ତି, ୟିଏ ସଦାପ୍ରଭୁଙ୍କ ନାମରେ ଆସନ୍ତି ତାଙ୍କୁ ପରମେଶ୍ବର ଆଶୀର୍ବାଦ କରନ୍ତୁ। ଆମ୍ଭମାନେେ ମଧ୍ଯ ସଦାପ୍ରଭୁଙ୍କ ମନ୍ଦିରରେ ଆଶୀର୍ବାଦ କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ; ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହରୁ ତୁମ୍ଭକୁ ଆଶୀର୍ବାଦ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଯାଜକମାନେ କହନ୍ତି, “ଯିଏ ସଦାପ୍ରଭୁଙ୍କ ନାମରେ ଆସନ୍ତି ତାଙ୍କୁ ପରମେଶ୍ୱର ଆଶୀର୍ବାଦ କରନ୍ତୁ। ଆମ୍ଭେମାନେ ମଧ୍ୟ ସଦାପ୍ରଭୁଙ୍କ ମନ୍ଦିରରେ ଆଶୀର୍ବାଦ କରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ; ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହରୁ ତୁମ୍ଭକୁ ଆଶୀର୍ବାଦ କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ; ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହରୁ ତୁମ୍ଭକୁ ଆଶୀର୍ବାଦ କରିଅଛୁ।