Psalms 118:27 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ପରମେଶ୍ବର ଅଟନ୍ତି। ଏବଂ ସେ ଆମ୍ଭମାନଙ୍କୁ ଗ୍ରହଣ କରନ୍ତି। ୟଜ୍ଞବଦେୀର ଶିଙ୍ଗରେ ରଜ୍ଜୁଦ୍ବାରା ମଷେକୁ ବାନ୍ଧ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ପରମେଶ୍ଵର ଅଟନ୍ତି ଓ ସେ ଆମ୍ଭମାନଙ୍କୁ ଦୀପ୍ତି ଦେଇଅଛନ୍ତି; ବେଦିର ଶୃଙ୍ଗରେ ରଜ୍ଜୁ ଦ୍ଵାରା ବଳିକି ବାନ୍ଧ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ପରମେଶ୍ୱର ଅଟନ୍ତି। ଏବଂ ସେ ଆମ୍ଭମାନଙ୍କୁ ଗ୍ରହଣ କରନ୍ତି। ଯଜ୍ଞବେଦିର ଶିଙ୍ଗରେ ରଜ୍ଜୁଦ୍ୱାରା ମେଷକୁ ବାନ୍ଧ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ପରମେଶ୍ୱର ଅଟନ୍ତି ଓ ସେ ଆମ୍ଭମାନଙ୍କୁ ଦୀପ୍ତି ଦେଇଅଛନ୍ତି; ବେଦିର ଶୃଙ୍ଗରେ ରଜ୍ଜୁ ଦ୍ୱାରା ବଳିକୁ ବାନ୍ଧ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ପରମେଶ୍ୱର ଅଟନ୍ତି ଓ ସେ ଆମ୍ଭମାନଙ୍କୁ ଦୀପ୍ତି ଦେଇଅଛନ୍ତି; ବେଦିର ଶୃଙ୍ଗରେ ରଜ୍ଜୁ ଦ୍ୱାରା ବଳିକୁ ବାନ୍ଧ।