Psalms 118:28 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ମାରେ ପରମେଶ୍ବର, ମୁଁ ତୁମ୍ଭ ନାମର ଧନ୍ଯବାଦ କରୁଛି। ମୁଁ ତୁମ୍ଭକୁ ପ୍ରଶଂସା କରୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମୋହର ପରମେଶ୍ଵର, ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; ତୁମ୍ଭେ ମୋହର ପରମେଶ୍ଵର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ମୋର ପରମେଶ୍ୱର, ମୁଁ ତୁମ୍ଭ ନାମର ଧନ୍ୟବାଦ କରୁଛି। ମୁଁ ତୁମ୍ଭକୁ ପ୍ରଶଂସା କରୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମୋହର ପରମେଶ୍ୱର, ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; ତୁମ୍ଭେ ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମୋହର ପରମେଶ୍ୱର, ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; ତୁମ୍ଭେ ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି।