Psalms 118:29 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କର ପ୍ରଶଂସା କର, କାରଣ ସେ ମଙ୍ଗଳମଯ। ହଁ, ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ; ହଁ, ତାହାଙ୍କର କରୁଣା ଅନନ୍ତକାଳସ୍ଥାୟୀ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ପ୍ରଶଂସା କର, କାରଣ ସେ ମଙ୍ଗଳମୟ। ହଁ, ତାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ; ହଁ, ତାହାଙ୍କର କରୁଣା ଅନନ୍ତକାଳସ୍ଥାୟୀ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ; ହଁ, ତାହାଙ୍କର କରୁଣା ଅନନ୍ତକାଳସ୍ଥାୟୀ।