Psalms 118:3 — Compare Translations
5 translations compared side by side
Odia - 1840
"ହାରୋଣର ପରିବାରବର୍ଗ ବର୍ତ୍ତମାନ ଏବେ ଏହା କୁହନ୍ତୁ ୟେ, ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହାରୋଣ-ବଂଶ ଏବେ କହନ୍ତୁ ଯେ, ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ ।
Odia Bible ERV 2004 (ପବିତ୍ର ବାଇବଲ)
ହାରୋଣର ପରିବାରବର୍ଗ ବର୍ତ୍ତମାନ ଏବେ ଏହା କୁହନ୍ତୁ ଯେ, “ତାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହାରୋଣ-ବଂଶ ଏବେ କହନ୍ତୁ ଯେ, ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ।
Odia IRV 2017 (ଓଡିଆ ବାଇବେଲ)
ହାରୋଣ-ବଂଶ ଏବେ କହନ୍ତୁ ଯେ, “ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ।”