Psalms 118:5 — Compare Translations
5 translations compared side by side
Odia - 1840
"ମୁଁ ସଙ୍କଟରେ ଥିଲି, ତଣେୁ ସଦାପ୍ରଭୁଙ୍କର ସାହାୟ୍ଯ ପାଇଁ ଡ଼ାକିଲି। ସଦାପ୍ରଭୁ ଉତ୍ତର ଦେଲେ ଏବଂ ମାେତେ ସେଥିରୁ ମୁକ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସଙ୍କଟ କାଳରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି; ସଦାପ୍ରଭୁ ମୋତେ ଉତ୍ତର ଦେଇ ପ୍ରଶସ୍ତ ସ୍ଥାନରେ ସ୍ଥାପନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସଙ୍କଟରେ ଥିଲି, ତେଣୁ ସଦାପ୍ରଭୁଙ୍କର ସାହାଯ୍ୟ ପାଇଁ ଡାକିଲି। ସଦାପ୍ରଭୁ ଉତ୍ତର ଦେଲେ ଏବଂ ମୋତେ ସେଥିରୁ ମୁକ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସଙ୍କଟ କାଳରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି; ସଦାପ୍ରଭୁ ମୋତେ ଉତ୍ତର ଦେଇ ପ୍ରଶସ୍ତ ସ୍ଥାନରେ ସ୍ଥାପନ କଲେ।
Odia IRV 2017 (ଓଡିଆ ବାଇବେଲ)
ମୁଁ ସଙ୍କଟ କାଳରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି; ସଦାପ୍ରଭୁ ମୋତେ ଉତ୍ତର ଦେଇ ପ୍ରଶସ୍ତ ସ୍ଥାନରେ ସ୍ଥାପନ କଲେ।