Psalms 118:6 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମାେ ସହିତ ଅଛନ୍ତି। ତଣେୁ ମୁଁ ଭୟ କରିବି ନାହିଁ। ଲୋକମାନେ, ମାେତେ କ'ଣ କରିପାରିବେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ମୋହର ସପକ୍ଷ; ମୁଁ ଭୟ କରିବି ନାହିଁ; ମନୁଷ୍ୟ ମୋହର କଅଣ କରି ପାରେ?
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋ’ ସହିତ ଅଛନ୍ତି, ତେଣୁ ମୁଁ ଭୟ କରିବି ନାହିଁ। ଲୋକମାନେ, ମୋତେ କ’ଣ କରି ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ମୋହର ସପକ୍ଷ; ମୁଁ ଭୟ କରିବି ନାହିଁ; ମନୁଷ୍ୟ ମୋହର କଅଣ କରିପାରେ?
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ମୋହର ସପକ୍ଷ; ମୁଁ ଭୟ କରିବି ନାହିଁ; ମନୁଷ୍ୟ ମୋହର କଅଣ କରି ପାରେ?