Psalms 118:7 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମାରେ ସାହାୟ୍ଯକାରୀ। ମୁଁ ମାରେ ଶତ୍ରୁମାନଙ୍କର ପରାସ୍ତ ଦେଖିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ସହାୟମାନଙ୍କ ସହିତ ସଦାପ୍ରଭୁ ମୋହର ସପକ୍ଷ; ଏହେତୁ ମୁଁ ଆପଣା ଘୃଣାକାରୀମାନଙ୍କ ଉପରେ ଆପଣା ବାଞ୍ଛାର ସିଦ୍ଧି ଦେଖିବି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋର ସାହାଯ୍ୟକାରୀ। ମୁଁ ମୋର ଶତ୍ରୁମାନଙ୍କର ପରାସ୍ତ ଦେଖିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ସହାୟମାନଙ୍କ ସହିତ ସଦାପ୍ରଭୁ ମୋହର ସପକ୍ଷ; ଏହେତୁ ମୁଁ ଆପଣା ଘୃଣାକାରୀମାନଙ୍କ ଉପରେ ଆପଣା ବାଞ୍ଛାର ସିଦ୍ଧି ଦେଖିବି।
Odia IRV 2017 (ଓଡିଆ ବାଇବେଲ)
ମୋହର ସହାୟମାନଙ୍କ ସହିତ ସଦାପ୍ରଭୁ ମୋହର ସପକ୍ଷ; ଏହେତୁ ମୁଁ ଆପଣା ଘୃଣାକାରୀମାନଙ୍କ ଉପରେ ଆପଣା ବାଞ୍ଛାର ସିଦ୍ଧି ଦେଖିବି।