Psalms 118:9 — Compare Translations
5 translations compared side by side
Odia - 1840
"ଅଧିପତିମାନଙ୍କ ଉପରେ ବିଶ୍ବାସ ରଖିବା ଅପେକ୍ଷା ପରମେଶ୍ବରଙ୍କଠାରେ ଶରଣାଗତ ହବୋ ଉତ୍ତମ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଧିପତିମାନଙ୍କ ଉପରେ ନିର୍ଭର ରଖିବା ଅପେକ୍ଷା ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ ।
Odia Bible ERV 2004 (ପବିତ୍ର ବାଇବଲ)
ଅଧିପତିମାନଙ୍କ ଉପରେ ବିଶ୍ୱାସ ରଖିବା ଅପେକ୍ଷା ପରମେଶ୍ୱରଙ୍କଠାରେ ଶରଣାଗତ ହେବା ଉତ୍ତମ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଧିପତିମାନଙ୍କ ଉପରେ ନିର୍ଭର ରଖିବା ଅପେକ୍ଷା ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ।
Odia IRV 2017 (ଓଡିଆ ବାଇବେଲ)
ଅଧିପତିମାନଙ୍କ ଉପରେ ନିର୍ଭର ରଖିବା ଅପେକ୍ଷା ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ।