Psalms 119:1 — Compare Translations
5 translations compared side by side
Odia - 1840
"ଯେଉଁ ଲୋକମାନେ ପବିତ୍ର ଭାବରେ ଜୀବନୟାପନ କରନ୍ତି, ଓ ଯେଉଁମାନେ ସଦାପ୍ରଭୁଙ୍କର ନିଯମସବୁ ଅନୁସରଣ କରନ୍ତି, ସମାନେେ ଧନ୍ଯ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଲେଫ୍ । ଯେଉଁମାନେ ଆଚରଣରେ ସିଦ୍ଧ, ଯେଉଁମାନେ ସଦାପ୍ରଭୁଙ୍କ ବ୍ୟବସ୍ଥାନୁସାରେ ଚାଲନ୍ତି, ସେମାନେ ଧନ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ଆଲେଫ୍ ଯେଉଁ ଲୋକମାନେ ପବିତ୍ର ଭାବରେ ଜୀବନଯାପନ କରନ୍ତି, ଓ ଯେଉଁମାନେ ସଦାପ୍ରଭୁଙ୍କର ନିୟମସବୁ ଅନୁସରଣ କରନ୍ତି, ସେମାନେ ଧନ୍ୟ!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ଆଚରଣରେ ସିଦ୍ଧ, ଯେଉଁମାନେ ସଦାପ୍ରଭୁଙ୍କ ବ୍ୟବସ୍ଥାନୁସାରେ ଚାଲନ୍ତି, ସେମାନେ ଧନ୍ୟ।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ଆଚରଣରେ ସିଦ୍ଧ, ଯେଉଁମାନେ ସଦାପ୍ରଭୁଙ୍କ ବ୍ୟବସ୍ଥାନୁସାରେ ଚାଲନ୍ତି, ସେମାନେ ଧନ୍ୟ।