Psalms 119:10 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ, ମୁଁ ଚେଷ୍ଟା କରିବି ମାରେ ସର୍ବାନ୍ତକରଣ ହୃଦଯରେ ତୁମ୍ଭର ସବୋ କରିବି। ତୁମ୍ଭର ଆଜ୍ଞାରୁ ଚାଲିୟିବାକୁ ମାେତେ ପ୍ରତିରୋଧ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସର୍ବାନ୍ତଃକରଣରେ ତୁମ୍ଭଙ୍କୁ ଖୋଜିଅଛିନ୍ତ ମୋତେ ତୁମ୍ଭ ଆଜ୍ଞାପଥରୁ ଭ୍ରମିବାକୁ ଦିଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ମୁଁ ଚେଷ୍ଟା କରିବି ମୋର ସର୍ବାନ୍ତକରଣ ହୃଦୟରେ ତୁମ୍ଭର ସେବା କରିବି। ତୁମ୍ଭର ଆଜ୍ଞାରୁ ଗ୍ଭଲିଯିବାକୁ ମୋତେ ପ୍ରତିରୋଧ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସର୍ବାନ୍ତଃକରଣରେ ତୁମ୍ଭଙ୍କୁ ଖୋଜିଅଛି; ମୋତେ ତୁମ୍ଭ ଆଜ୍ଞା-ପଥରୁ ଭ୍ରମିବାକୁ ଦିଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୁଁ ସର୍ବାନ୍ତଃକରଣରେ ତୁମ୍ଭଙ୍କୁ ଖୋଜିଅଛି; ମୋତେ ତୁମ୍ଭ ଆଜ୍ଞା-ପଥରୁ ଭ୍ରମିବାକୁ ଦିଅ ନାହିଁ।