Psalms 119:100 — Compare Translations

5 translations compared side by side

Odia - 1840
"ମୁଁ ପ୍ରାଚୀନବର୍ଗମାନଙ୍କଠାରୁ ଅଧିକ ବୁଝେ। କାରଣ ମୁଁ ତୁମ୍ଭର ନିର୍ଦ୍ଦଶେ ରକ୍ଷା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ପ୍ରାଚୀନମାନଙ୍କ ଅପେକ୍ଷା ଅଧିକ ବୁଝେ । ଯେଣୁ ମୁଁ ତୁମ୍ଭର ବିଧାନସବୁ ପାଳନ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ପ୍ରାଚୀନବର୍ଗମାନଙ୍କଠାରୁ ଅଧିକ ବୁଝେ। କାରଣ ମୁଁ ତୁମ୍ଭର ନିର୍ଦ୍ଦେଶ ରକ୍ଷା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ପ୍ରାଚୀନମାନଙ୍କ ଅପେକ୍ଷା ଅଧିକ ବୁଝେ। ଯେଣୁ ମୁଁ ତୁମ୍ଭର ବିଧାନସବୁ ପାଳନ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ମୁଁ ପ୍ରାଚୀନମାନଙ୍କ ଅପେକ୍ଷା ଅଧିକ ବୁଝେ। ଯେଣୁ ମୁଁ ତୁମ୍ଭର ବିଧାନସବୁ ପାଳନ କରିଅଛି।