Psalms 119:101 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ, ପ୍ରେତ୍ୟକକ କୁପଥଠାରୁ ମୁଁ ଦୂରଇେ ରହିବି, ୟପରେିକି ମୁଁ ତୁମ୍ଭର ବାକ୍ଯ ରକ୍ଷା କରିପାରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଯେପରି ତୁମ୍ଭର ବାକ୍ୟ ପାଳନ କରିବି, ଏଥିପାଇଁ ପ୍ରତ୍ୟେକ କୁପଥରୁ ମୁଁ ଆପଣା ପାଦ ଅଟକାଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ପ୍ରତ୍ୟେକ କୁପଥଠାରୁ ମୁଁ ଦୂରେଇ ରହିବି, ଯେପରିକି ମୁଁ ତୁମ୍ଭର ବାକ୍ୟ ରକ୍ଷା କରି ପାରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଯେପରି ତୁମ୍ଭର ବାକ୍ୟ ପାଳନ କରିବି, ଏଥିପାଇଁ ପ୍ରତ୍ୟେକ କୁପଥରୁ ମୁଁ ଆପଣା ପାଦ ଅଟକାଇଅଛି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଯେପରି ତୁମ୍ଭର ବାକ୍ୟ ପାଳନ କରିବି, ଏଥିପାଇଁ ପ୍ରତ୍ୟେକ କୁପଥରୁ ମୁଁ ଆପଣା ପାଦ ଅଟକାଇଅଛି।