Psalms 119:104 — Compare Translations

5 translations compared side by side

Odia - 1840
"ତୁମ୍ଭର ଶିକ୍ଷା ମାେତେ ବୁଦ୍ଧିମାନ କରେ। ତଣେୁ ମୁଁ ସବୁ ମିଥ୍ଯା ଶିକ୍ଷାକୁ ଘୃଣା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ବିଧାନ ଦ୍ଵାରା ମୁଁ ବୁଦ୍ଧି ପ୍ରାପ୍ତ ହୁଏ; ଏଥିପାଇଁ ମୁଁ ପ୍ରତ୍ୟେକ ମିଥ୍ୟାପଥ ଘୃଣା କରେ । ନୂନ୍ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଶିକ୍ଷା ମୋତେ ବୁଦ୍ଧିମାନ କରେ। ତେଣୁ ମୁଁ ସବୁ ମିଥ୍ୟା ଶିକ୍ଷାକୁ ଘୃଣା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ବିଧାନ ଦ୍ୱାରା ମୁଁ ବୁଦ୍ଧି ପ୍ରାପ୍ତ ହୁଏ; ଏଥିପାଇଁ ମୁଁ ପ୍ରତ୍ୟେକ ମିଥ୍ୟାପଥ ଘୃଣା କରେ। ନୂନ୍‍।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ବିଧାନ ଦ୍ୱାରା ମୁଁ ବୁଦ୍ଧି ପ୍ରାପ୍ତ ହୁଏ; ଏଥିପାଇଁ ମୁଁ ପ୍ରତ୍ୟେକ ମିଥ୍ୟାପଥ ଘୃଣା କରେ। ନୂନ୍‍।