Psalms 119:105 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତୁମ୍ଭର ବାକ୍ଯ ମାରେ ପାପ ପାଇଁ ବତୀ ସଦୃଶ, ଓ ମାରେ ପଥ ପାଇଁ ଆ ଲୋକ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ବାକ୍ୟ ମୋʼ ଚରଣ ପାଇଁ ପ୍ରଦୀପ ଓ ମୋʼ ପଥ ପାଇଁ ଆଲୁଅ ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ନୂନ୍ ସଦାପ୍ରଭୁ, ତୁମ୍ଭର ବାକ୍ୟ ମୋର ପାଦ ପାଇଁ ବତୀ ସଦୃଶ, ଓ ମୋର ପଥ ପାଇଁ ଆଲୋକ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ବାକ୍ୟ ମୋʼ ଚରଣ ପାଇଁ ପ୍ରଦୀପ ଓ ମୋʼ ପଥ ପାଇଁ ଆଲୁଅ ଅଟେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ବାକ୍ୟ ମୋ’ ଚରଣ ପାଇଁ ପ୍ରଦୀପ ଓ ମୋ’ ପଥ ପାଇଁ ଆଲୁଅ ଅଟେ।