Psalms 119:106 — Compare Translations

5 translations compared side by side

Odia - 1840
"ତୁମ୍ଭର ବିଚାର ଉତ୍ତମ ଏବଂ ମୁଁ ତାହାସବୁ ମାନିବା ପାଇଁ ଶପଥ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭର ଧର୍ମମୟ ଶାସନସବୁ ପାଳିବା ପାଇଁ ଶପଥ କରିଅଛି ଓ ତାହା ସ୍ଥିର କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ବିଗ୍ଭର ଉତ୍ତମ ଏବଂ ମୁଁ ତାହା ସବୁ ମାନିବା ପାଇଁ ଶପଥ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭର ଧର୍ମମୟ ଶାସନସବୁ ପାଳିବା ପାଇଁ ଶପଥ କରିଅଛି ଓ ତାହା ସ୍ଥିର କରିଅଛି।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭର ଧର୍ମମୟ ଶାସନସବୁ ପାଳିବା ପାଇଁ ଶପଥ କରିଅଛି ଓ ତାହା ସ୍ଥିର କରିଅଛି।