Psalms 119:107 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ମୁଁ ବହୁତ ୟନ୍ତ୍ରଣା ଭୋଗି ଅଛି। ଦୟାପୂର୍ବକ ମାେତେ ନିର୍ଦ୍ଦେଶ ଦିଅ ଓ ମାେତେ ଆଉଥରେ ବଞ୍ଚିବାକୁ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଅତ୍ୟ; ଦୁଃଖିତ ଅଛି; ହେ ସଦାପ୍ରଭୋ, ତୁମ୍ଭ ବାକ୍ୟାନୁସାରେ ମୋତେ ସଚେତ କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୁଁ ବହୁତ ଯନ୍ତ୍ରଣା ଭୋଗି ଅଛି। ଦୟାପୂର୍ବକ ମୋତେ ନିର୍ଦ୍ଦେଶ ଦିଅ ଓ ମୋତେ ଆଉଥରେ ବଞ୍ଚିବାକୁ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଅତ୍ୟନ୍ତ ଦୁଃଖିତ ଅଛି; ହେ ସଦାପ୍ରଭୋ, ତୁମ୍ଭ ବାକ୍ୟାନୁସାରେ ମୋତେ ସଚେତ କର।
Odia IRV 2017 (ଓଡିଆ ବାଇବେଲ)
ମୁଁ ଅତ୍ୟନ୍ତ ଦୁଃଖିତ ଅଛି; ହେ ସଦାପ୍ରଭୁ, ତୁମ୍ଭ ବାକ୍ୟାନୁସାରେ ମୋତେ ସଚେତ କର।