Psalms 119:109 — Compare Translations

5 translations compared side by side

Odia - 1840
"ମାେ ଜୀବନ ବିପଦପୂର୍ଣ୍ଣ ସବୁବେଳେ ଥାଏ, କିନ୍ତୁ ମୁଁ ଏବେ ପର୍ୟ୍ଯନ୍ତ କଦାପି ତୁମ୍ଭ ଶିକ୍ଷା ପଥରୁ ନିବୃତ ହାଇେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ପ୍ରାଣ ନିରନ୍ତର ମୋʼ ହସ୍ତରେ ଥାଏ; ତେବେ ହେଁ ମୁଁ ତୁମ୍ଭ ବ୍ୟବସ୍ଥା ପାସୋରୁ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ଜୀବନ ବିପଦପୂର୍ଣ୍ଣ ସବୁବେଳେ ଥାଏ, କିନ୍ତୁ ମୁଁ ଏବେ ପର୍ଯ୍ୟନ୍ତ କଦାପି ତୁମ୍ଭ ଶିକ୍ଷା ପଥରୁ ନିବୃତ୍ତ ହୋଇ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ପ୍ରାଣ ନିରନ୍ତର ବିପଦରେ ଥାଏ; ତେବେ ହେଁ ମୁଁ ତୁମ୍ଭ ବ୍ୟବସ୍ଥା ପାସୋରୁ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୋ’ ପ୍ରାଣ ନିରନ୍ତର ବିପଦରେ ଥାଏ; ତେବେ ହେଁ ମୁଁ ତୁମ୍ଭ ବ୍ୟବସ୍ଥା ପାସୋରୁ ନାହିଁ।