Psalms 119:11 — Compare Translations
5 translations compared side by side
Odia - 1840
"ମୁଁ ମାେ ହୃଦଯରେ ତୁମ୍ଭର ପ୍ରତିଜ୍ଞାକୁ ସଞ୍ଚଯ କରି ରଖିଅଛି, ୟପରେି ମୁଁ ତୁମ୍ଭ ବିରୁଦ୍ଧରେ ପାପ ନ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଯେପରି ତୁମ୍ଭ ବିରୁଦ୍ଧରେ ପାପ ନ କରେ, ଏଥିପାଇଁ ମୁଁ ଆପଣା ହୃଦୟ ମଧ୍ୟରେ ତୁମ୍ଭର ବାକ୍ୟ ସଞ୍ଚୟ କରି ରଖିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମୋ’ ହୃଦୟରେ ତୁମ୍ଭର ପ୍ରତିଜ୍ଞାକୁ ସଞ୍ଚୟ କରି ରଖିଅଛି, ଯେପରି ମୁଁ ତୁମ୍ଭ ବିରୁଦ୍ଧରେ ପାପ ନ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଯେପରି ତୁମ୍ଭ ବିରୁଦ୍ଧରେ ପାପ ନ କରେ, ଏଥିପାଇଁ ମୁଁ ଆପଣା ହୃଦୟ ମଧ୍ୟରେ ତୁମ୍ଭର ବାକ୍ୟ ସଞ୍ଚୟ କରି ରଖିଅଛି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଯେପରି ତୁମ୍ଭ ବିରୁଦ୍ଧରେ ପାପ ନ କରେ, ଏଥିପାଇଁ ମୁଁ ଆପଣା ହୃଦୟ ମଧ୍ୟରେ ତୁମ୍ଭର ବାକ୍ୟ ସଞ୍ଚୟ କରି ରଖିଅଛି।