Psalms 119:110 — Compare Translations
5 translations compared side by side
Odia - 1840
"ଦୁଷ୍ଟ ଲୋକମାନେ ସର୍ବଦା ମାେତେ ଫାନ୍ଦରେ ପକାଇବାକୁ ଚେଷ୍ଟା କରନ୍ତି। କିନ୍ତୁ ମୁଁ ତୁମ୍ଭର ନିର୍ଦ୍ଦଶେ କବେେ ଅବମାନନା କରି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଷ୍ଟମାନେ ମୋʼ ପାଇଁ ଫାନ୍ଦ ପାତିଅଛନ୍ତି; ତଥାପି ମୁଁ ତୁମ୍ଭ ବିଧାନରୁ ବିପଥଗାମୀ ହେଲି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟ ଲୋକମାନେ ସର୍ବଦା ମୋତେ ଫାନ୍ଦରେ ପକାଇବାକୁ ଚେଷ୍ଟା କରନ୍ତି। କିନ୍ତୁ ମୁଁ ତୁମ୍ଭର ନିର୍ଦ୍ଦେଶ କେବେ ଅବମାନନା କରି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟମାନେ ମୋʼ ପାଇଁ ଫାନ୍ଦ ପାତିଅଛନ୍ତି; ତଥାପି ମୁଁ ତୁମ୍ଭ ବିଧାନରୁ ବିପଥଗାମୀ ହେଲି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟମାନେ ମୋ’ ପାଇଁ ଫାନ୍ଦ ପାତିଅଛନ୍ତି; ତଥାପି ମୁଁ ତୁମ୍ଭ ବିଧାନରୁ ବିପଥଗାମୀ ହେଲି ନାହିଁ।