Psalms 119:111 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମୁଁ ତୁମ୍ଭର ନିଯମକୁ ସବୁଦିନ ଦଖାଇବୋକୁ ଉପହାର ଆକାରରେ ଗ୍ରହଣ କରିଅଛି। ଏହା ମାେତେ ବହୁ ଆନନ୍ଦ ଦିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭ ପ୍ରମାଣ-ବାକ୍ୟସକଳକୁ ସଦାକାଳ ଅଧିକାର ରୂପେ ଗ୍ରହଣ କରିଅଛି; କାରଣ ତାହାସବୁ ମୋʼ ଚିତ୍ତର ଆହ୍ଲାଦଜନକ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ମୁଁ ତୁମ୍ଭର ନିୟମକୁ ସବୁଦିନ ଦେଖାଇବାକୁ ଉପହାର ଆକାରରେ ଗ୍ରହଣ କରିଅଛି। ଏହା ମୋତେ ବହୁ ଆନନ୍ଦ ଦିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭ ପ୍ରମାଣ-ବାକ୍ୟସକଳକୁ ସଦାକାଳ ଅଧିକାର ରୂପେ ଗ୍ରହଣ କରିଅଛି; କାରଣ ତାହାସବୁ ମୋʼ ଚିତ୍ତର ଆହ୍ଲାଦଜନକ।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭ ପ୍ରମାଣ-ବାକ୍ୟସକଳକୁ ସଦାକାଳ ଅଧିକାର ରୂପେ ଗ୍ରହଣ କରିଅଛି; କାରଣ ତାହାସବୁ ମୋ’ ଚିତ୍ତର ଆହ୍ଲାଦଜନକ।