Psalms 119:112 — Compare Translations

5 translations compared side by side

Odia - 1840
"ତୁମ୍ଭର ନିଯମସବୁ ମାନିବା ପାଇଁ ମୁଁ ଆପଣା ମନକୁ ପ୍ରବର୍ତ୍ତାଇଛି, ତାହା ମାରେ ପୁରସ୍କାର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଶେଷ ପର୍ଯ୍ୟନ୍ତ ସର୍ବଦା ତୁମ୍ଭର ବିଧିସବୁ ପାଳନ କରିବା ପାଇଁ ଆପଣା ମନକୁ ପ୍ରବର୍ତ୍ତାଇଅଛି । ସାମକ୍ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ନିୟମସବୁ ମାନିବା ପାଇଁ ମୁଁ ଆପଣା ମନକୁ ପ୍ରବର୍ତ୍ତାଇଛି, ତାହା ମୋର ପୁରସ୍କାର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଶେଷ ପର୍ଯ୍ୟନ୍ତ ସର୍ବଦା ତୁମ୍ଭର ବିଧିସବୁ ପାଳନ କରିବା ପାଇଁ ଆପଣା ମନକୁ ପ୍ରବର୍ତ୍ତାଇଅଛି। ସାମକ୍‍।
Odia IRV 2017 (ଓଡିଆ ବାଇବେଲ)
ମୁଁ ଶେଷ ପର୍ଯ୍ୟନ୍ତ ସର୍ବଦା ତୁମ୍ଭର ବିଧିସବୁ ପାଳନ କରିବା ପାଇଁ ଆପଣା ମନକୁ ପ୍ରବର୍ତ୍ତାଇଅଛି। ସାମକ୍‍।