Psalms 119:113 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ଯେଉଁମାନେ ସମ୍ପୂର୍ଣ୍ଣ ଭାବେ ତୁମ୍ଭ ପ୍ରତି ବିଶ୍ବସ୍ତ ନୁହଁନ୍ତି, ମୁଁ ସମାନଙ୍କେୁ ଘୃଣା କରେ। କିନ୍ତୁ ମୁଁ ତୁମ୍ଭର ଶିକ୍ଷାଗୁଡ଼ିକୁ ଭଲ ପାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଦ୍ଵିମନାମାନଙ୍କୁ ଘୃଣା କରେ; ମାତ୍ର ତୁମ୍ଭ ବ୍ୟବସ୍ଥାକୁ ପ୍ରିୟ ଜ୍ଞାନ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ସାମକ୍ ହେ ସଦାପ୍ରଭୁ, ଯେଉଁମାନେ ସମ୍ପୂର୍ଣ୍ଣ ଭାବେ ତୁମ୍ଭ ପ୍ରତି ବିଶ୍ୱସ୍ତ ନୁହନ୍ତି, ମୁଁ ସେମାନଙ୍କୁ ଘୃଣା କରେ। କିନ୍ତୁ ମୁଁ ତୁମ୍ଭର ଶିକ୍ଷାଗୁଡ଼ିକୁ ଭଲ ପାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଦ୍ୱିମନାମାନଙ୍କୁ ଘୃଣା କରେ; ମାତ୍ର ତୁମ୍ଭ ବ୍ୟବସ୍ଥାକୁ ପ୍ରିୟ ଜ୍ଞାନ କରେ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଦ୍ୱିମନାମାନଙ୍କୁ ଘୃଣା କରେ; ମାତ୍ର ତୁମ୍ଭ ବ୍ୟବସ୍ଥାକୁ ପ୍ରିୟ ଜ୍ଞାନ କରେ।