Psalms 119:114 — Compare Translations
5 translations compared side by side
Odia - 1840
"ତୁମ୍ଭେ ହେଉଛ ମାରେ ଲୁଚିବା ସ୍ଥାନ ଏବଂ ସୁରକ୍ଷା ବ୍ଯକ୍ତି। ମୁଁ ତୁମ୍ଭ ବାକ୍ଯରେ ସର୍ବଦା ଭରସା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମୋʼ ଲୁଚିବାର ସ୍ଥାନ ଓ ମୋହର ଢାଲ; ମୁଁ ତୁମ୍ଭ ବାକ୍ୟରେ ଭରସା କରେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ହେଉଛ ମୋର ଲୁଚିବା ସ୍ଥାନ ଏବଂ ସୁରକ୍ଷା ବ୍ୟକ୍ତି। ମୁଁ ତୁମ୍ଭ ବାକ୍ୟରେ ସର୍ବଦା ଭରସା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମୋʼ ଲୁଚିବାର ସ୍ଥାନ ଓ ମୋହର ଢାଲ; ମୁଁ ତୁମ୍ଭ ବାକ୍ୟରେ ଭରସା କରେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମୋ’ ଲୁଚିବାର ସ୍ଥାନ ଓ ମୋହର ଢାଲ; ମୁଁ ତୁମ୍ଭ ବାକ୍ୟରେ ଭରସା କରେ।