Psalms 119:115 — Compare Translations
5 translations compared side by side
Odia - 1840
"ମନ୍ଦ ଲୋକମାନେ, ମାେ ନିକଟକୁ ଆସନ୍ତି ନାହିଁ, ୟପରେିକି ମୁଁ ମାରେ ପରମେଶ୍ବରଙ୍କର ଆଜ୍ଞାମାନ ପାଳନ କରିପାରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ କୁକର୍ମକାରୀମାନେ, ମୁଁ ଯେପରି ଆପଣା ପରମେଶ୍ଵରଙ୍କ ଆଜ୍ଞାସବୁ ପାଳି ପାରିବି, ଏଥିପାଇଁ ମୋʼ ନିକଟରୁ ଦୂର ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ମନ୍ଦ ଲୋକମାନେ, ମୋ’ ନିକଟକୁ ଆସନ୍ତି ନାହିଁ, ଯେପରିକି ମୁଁ ମୋର ପରମେଶ୍ୱରଙ୍କର ଆଜ୍ଞାମାନ ପାଳନ କରି ପାରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ କୁକର୍ମକାରୀମାନେ, ମୁଁ ଯେପରି ଆପଣା ପରମେଶ୍ୱରଙ୍କ ଆଜ୍ଞାସବୁ ପାଳି ପାରିବି, ଏଥିପାଇଁ ମୋʼ ନିକଟରୁ ଦୂର ହୁଅ।
Odia IRV 2017 (ଓଡିଆ ବାଇବେଲ)
ହେ କୁକର୍ମକାରୀମାନେ, ମୁଁ ଯେପରି ଆପଣା ପରମେଶ୍ୱରଙ୍କ ଆଜ୍ଞାସବୁ ପାଳି ପାରିବି, ଏଥିପାଇଁ ମୋ’ ନିକଟରୁ ଦୂର ହୁଅ।