Psalms 119:116 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ, ତୁମ୍ଭର ପ୍ରତିଜ୍ଞା ଅନୁସାରେ ମାେତେ ମନୋନୀତ କଲ, ୟପରେି ମୁଁ ବଞ୍ଚିପାରିବି। ମୁଁ ତୁମ୍ଭ ଉପରେ ଭରସା ରେଖ, ମାେତେ ହତୋତ୍ସାହ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଯେପରି ବଞ୍ଚିବି, ଏଥିପାଇଁ ତୁମ୍ଭ ବାକ୍ୟାନୁସାରେ ମୋତେ ଧରି ରଖ ଓ ମୋʼ ଭରସା ବିଷୟରେ ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ତୁମ୍ଭର ପ୍ରତିଜ୍ଞା ଅନୁସାରେ ମୋତେ ମନୋନୀତ କଲ, ଯେପରି ମୁଁ ବଞ୍ଚିପାରିବି। ମୁଁ ତୁମ୍ଭ ଉପରେ ଭରସା ରଖେ, ମୋତେ ହତୋତ୍ସାହ କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଯେପରି ବଞ୍ଚିବି, ଏଥିପାଇଁ ତୁମ୍ଭ ବାକ୍ୟାନୁସାରେ ମୋତେ ଧରି ରଖ ଓ ମୋʼ ଭରସା ବିଷୟରେ ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଯେପରି ବଞ୍ଚିବି, ଏଥିପାଇଁ ତୁମ୍ଭ ବାକ୍ୟାନୁସାରେ ମୋତେ ଧରି ରଖ ଓ ମୋ’ ଭରସା ବିଷୟରେ ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ।