Psalms 119:117 — Compare Translations
5 translations compared side by side
Odia - 1840
"ମାେତେ ସହାୟ ହୁଅ, ସଦାପ୍ରଭୁ, ମୁଁ ସୁରକ୍ଷିତ ହବେି। ମୁଁ ସର୍ବଦା ତୁମ୍ଭର ନିଯମ ମାନିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମୋତେ ଧରି ରଖ, ତହିଁରେ ମୁଁ ଆପଦରହିତ ହେବି ଓ ତୁମ୍ଭ ବିଧିସବୁ ସର୍ବଦା ମାନ୍ୟ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ସହାୟ ହୁଅ, ସଦାପ୍ରଭୁ, ମୁଁ ସୁରକ୍ଷିତ ହେବି। ମୁଁ ସର୍ବଦା ତୁମ୍ଭର ନିୟମ ମାନିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମୋତେ ଧରି ରଖ, ତହିଁରେ ମୁଁ ଆପଦରହିତ ହେବି ଓ ତୁମ୍ଭ ବିଧିସବୁ ସର୍ବଦା ମାନ୍ୟ କରିବି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମୋତେ ଧରି ରଖ, ତହିଁରେ ମୁଁ ଆପଦରହିତ ହେବି ଓ ତୁମ୍ଭ ବିଧିସବୁ ସର୍ବଦା ମାନ୍ୟ କରିବି।