Psalms 119:118 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଯେଉଁମାନେ ତୁମ୍ଭ ବ୍ଯବସ୍ଥାରୁ ଦୂରଇେ ୟାଆନ୍ତି ତୁମ୍ଭେ ତାଙ୍କୁ ଗ୍ରହଣ କର ନାହିଁ। କାରଣ ସମାନେେ ମିଥ୍ଯାବାଦୀ ଏବଂ ତୁମ୍ଭ ପ୍ରତି ବିଶ୍ବସ୍ତ ନୁହଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ବିଧିରୁ ଭ୍ରାନ୍ତ ସମସ୍ତଙ୍କୁ ତୁମ୍ଭେ ତୁଚ୍ଛ ଜ୍ଞାନ କରିଅଛ; କାରଣ ସେମାନଙ୍କ ପ୍ରବଞ୍ଚନା ମିଥ୍ୟା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଯେଉଁମାନେ ତୁମ୍ଭ ବ୍ୟବସ୍ଥାରୁ ଦୂରେଇ ଯାଆନ୍ତି ତୁମ୍ଭେ ତାଙ୍କୁ ଗ୍ରହଣ କର ନାହିଁ। କାରଣ ସେମାନେ ମିଥ୍ୟାବାଦୀ ଏବଂ ତୁମ୍ଭ ପ୍ରତି ବିଶ୍ୱସ୍ତ ନୁହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ବିଧିରୁ ଭ୍ରାନ୍ତ ସମସ୍ତଙ୍କୁ ତୁମ୍ଭେ ତୁଚ୍ଛଜ୍ଞାନ କରିଅଛ; କାରଣ ସେମାନଙ୍କ ପ୍ରବଞ୍ଚନା ମିଥ୍ୟା।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ବିଧିରୁ ଭ୍ରାନ୍ତ ସମସ୍ତଙ୍କୁ ତୁମ୍ଭେ ତୁଚ୍ଛ ଜ୍ଞାନ କରିଅଛ; କାରଣ ସେମାନଙ୍କ ପ୍ରବଞ୍ଚନା ମିଥ୍ୟା।