Psalms 119:12 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ, ମୁଁ ତୁମ୍ଭଙ୍କୁ ପ୍ରଶଂସା କରେ। ତୁମ୍ଭର ବ୍ଯବସ୍ଥା ମାେତେ ଶିଖାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ତୁମ୍ଭେ ଧନ୍ୟ; ତୁମ୍ଭର ବିଧିସବୁ ମୋତେ ଶିଖାଅ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ମୁଁ ତୁମ୍ଭଙ୍କୁ ପ୍ରଶଂସା କରେ। ତୁମ୍ଭର ବ୍ୟବସ୍ଥା ମୋତେ ଶିଖାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ତୁମ୍ଭେ ଧନ୍ୟ; ତୁମ୍ଭର ବିଧିସବୁ ମୋତେ ଶିଖାଅ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତୁମ୍ଭେ ଧନ୍ୟ; ତୁମ୍ଭର ବିଧିସବୁ ମୋତେ ଶିଖାଅ।