Psalms 119:120 — Compare Translations
5 translations compared side by side
Odia - 1840
"ତୁମ୍ଭ ପ୍ରତି ଭୟ ଯୋଗୁଁ ମୁଁ ଥରେ। ମୁଁ ତୁମ୍ଭର ବ୍ଯବସ୍ଥାକୁ ଭୟ କରେ ଓ ସମ୍ମାନ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ଭୟ ସକାଶୁ ମୋʼ ଶରୀର କମ୍ପିତ ହୁଏ ଓ ତୁମ୍ଭ ଶାସନ ବିଷୟରେ ମୁଁ ଭୀତ ହୁଏ । ଅଇନ୍ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ପ୍ରତି ଭୟ ଯୋଗୁଁ ମୁଁ ଥରେ। ମୁଁ ତୁମ୍ଭର ବ୍ୟବସ୍ଥାକୁ ଭୟ କରେ ଓ ସମ୍ମାନ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ଭୟ ସକାଶୁ ମୋʼ ଶରୀର କମ୍ପିତ ହୁଏ ଓ ତୁମ୍ଭ ଶାସନ ବିଷୟରେ ମୁଁ ଭୀତ ହୁଏ। ଅଇନ୍।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ଭୟ ସକାଶୁ ମୋ’ ଶରୀର କମ୍ପିତ ହୁଏ ଓ ତୁମ୍ଭ ଶାସନ ବିଷୟରେ ମୁଁ ଭୀତ ହୁଏ। ଅଇନ୍।