Psalms 119:121 — Compare Translations

5 translations compared side by side

Odia - 1840
"ମୁଁ ନ୍ଯାଯ ଓ ଧର୍ମାଚରଣ କରିଅଛି। ହେ ସଦାପ୍ରଭୁ, ଉପଦ୍ରବ କରୁଥିବା ଲୋକମାନଙ୍କ ହସ୍ତରେ ମାେତେ ସମର୍ପଣ କରିନାହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ନ୍ୟାୟ ଓ ଧର୍ମାଚରଣ କରିଅଛି; ମୋʼ ଉପଦ୍ରବୀମାନଙ୍କ ହସ୍ତରେ ମୋତେ ସମର୍ପଣ କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଅଇନ୍ ମୁଁ ନ୍ୟାୟ ଓ ଧର୍ମାଚରଣ କରିଅଛି। ହେ ସଦାପ୍ରଭୁ, ଉପଦ୍ରବ କରୁଥିବା ଲୋକମାନଙ୍କ ହସ୍ତରେ ମୋତେ ସମର୍ପଣ କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ନ୍ୟାୟ ଓ ଧର୍ମାଚରଣ କରିଅଛି; ମୋʼ ଉପଦ୍ରବୀମାନଙ୍କ ହସ୍ତରେ ମୋତେ ସମର୍ପଣ କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୁଁ ନ୍ୟାୟ ଓ ଧର୍ମାଚରଣ କରିଅଛି; ମୋ’ ଉପଦ୍ରବୀମାନଙ୍କ ହସ୍ତରେ ମୋତେ ସମର୍ପଣ କର ନାହିଁ।