Psalms 119:122 — Compare Translations
5 translations compared side by side
Odia - 1840
"ମାେତେ ସାହାୟ୍ଯ କରିବାକୁ ପ୍ରତିଜ୍ଞା କର। ମୁଁ ତୁମ୍ଭର ସବେକ। ହେ ସଦାପ୍ରଭୁ, ଅହଙ୍କାରୀମାନଙ୍କୁ ମାେ ପ୍ରତି କ୍ଷତି କରିବାକୁ ଦିଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଙ୍ଗଳ ନିମନ୍ତେ ଆପଣା ଦାସର ଲଗା ହୁଅ; ଅହଙ୍କାରୀମାନଙ୍କୁ ମୋʼ ପ୍ରତି ଉପଦ୍ରବ କରିବାକୁ ଦିଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୋତେ ସାହାଯ୍ୟ କରିବାକୁ ପ୍ରତିଜ୍ଞା କର। ମୁଁ ତୁମ୍ଭର ସେବକ। ହେ ସଦାପ୍ରଭୁ, ଅହଙ୍କାରୀମାନଙ୍କୁ ମୋ’ ପ୍ରତି କ୍ଷତି କରିବାକୁ ଦିଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଙ୍ଗଳ ନିମନ୍ତେ ଆପଣା ଦାସର ଲଗା ହୁଅ; ଅହଙ୍କାରୀମାନଙ୍କୁ ମୋʼ ପ୍ରତି ଉପଦ୍ରବ କରିବାକୁ ଦିଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମଙ୍ଗଳ ନିମନ୍ତେ ଆପଣା ଦାସର ଲଗା ହୁଅ; ଅହଙ୍କାରୀମାନଙ୍କୁ ମୋ’ ପ୍ରତି ଉପଦ୍ରବ କରିବାକୁ ଦିଅ ନାହିଁ।