Psalms 119:123 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତୁମ୍ଭର ବିଶ୍ବସ୍ତ ପ୍ରତିଜ୍ଞା ସତ୍ଯ ହବୋକୁ, ତୁମ୍ଭର ପରିତ୍ରାଣ ପଥକୁ ଚାହିଁ ଚାହିଁ ମାରେ ଚକ୍ଷୁ କ୍ଷୀଣ ହାଇୟୋଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ପରିତ୍ରାଣ ଓ ତୁମ୍ଭର ଧର୍ମମୟ ବାକ୍ୟ ନିମନ୍ତେ ମୋହର ଚକ୍ଷୁ କ୍ଷୀଣ ହେଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭର ବିଶ୍ୱସ୍ତ ପ୍ରତିଜ୍ଞା ସତ୍ୟ ହେବାକୁ, ତୁମ୍ଭର ପରିତ୍ରାଣ ପଥକୁ ଗ୍ଭହିଁ ଗ୍ଭହିଁ ମୋର ଚକ୍ଷୁ କ୍ଷୀଣ ହୋଇଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ପରିତ୍ରାଣ ଓ ତୁମ୍ଭର ଧର୍ମମୟ ବାକ୍ୟ ନିମନ୍ତେ ମୋହର ଚକ୍ଷୁ କ୍ଷୀଣ ହେଉଅଛି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ପରିତ୍ରାଣ ଓ ତୁମ୍ଭର ଧର୍ମମୟ ବାକ୍ୟ ନିମନ୍ତେ ମୋହର ଚକ୍ଷୁ କ୍ଷୀଣ ହେଉଅଛି।