Psalms 119:124 — Compare Translations

5 translations compared side by side

Odia - 1840
"ମୁଁ ତୁମ୍ଭର ସବେକ ଅଟେ। ମାେ ପ୍ରତି ତୁମ୍ଭର ପ୍ରମେ ଦଖାେଅ। ତୁମ୍ଭର ବ୍ଯବସ୍ଥାମାନ ଶିଖାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ଦୟାନୁସାରେ ଆପଣା ଦାସ ପ୍ରତି ବ୍ୟବହାର କର ଓ ତୁମ୍ଭର ବିଧି ମୋତେ ଶିଖାଅ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭର ସେବକ ଅଟେ। ମୋ’ ପ୍ରତି ତୁମ୍ଭର ପ୍ରେମ ଦେଖାଅ। ତୁମ୍ଭର ବ୍ୟବସ୍ଥାମାନ ଶିଖାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ଦୟାନୁସାରେ ଆପଣା ଦାସ ପ୍ରତି ବ୍ୟବହାର କର ଓ ତୁମ୍ଭର ବିଧି ମୋତେ ଶିଖାଅ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ଦୟାନୁସାରେ ଆପଣା ଦାସ ପ୍ରତି ବ୍ୟବହାର କର ଓ ତୁମ୍ଭର ବିଧି ମୋତେ ଶିଖାଅ।