Psalms 119:126 — Compare Translations

5 translations compared side by side

Odia - 1840
"ହେ ସଦାପଭ୍ରୁ, ତୁମ୍ଭର କାର୍ୟ୍ଯ କରିବାର ସମୟ ଏହି। କାରଣ ଲୋକମାନେ ତୁମ୍ଭ ନିଯମ ଭାଙ୍ଗିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କର କାର୍ଯ୍ୟ କରିବାର ସମୟ ଏହି; କାରଣ ଲୋକମାନେ ତୁମ୍ଭ ବ୍ୟବସ୍ଥା ବ୍ୟର୍ଥ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭର କାର୍ଯ୍ୟ କରିବାର ସମୟ ଏହି। କାରଣ ଲୋକମାନେ ତୁମ୍ଭ ନିୟମ ଭାଙ୍ଗିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କର କାର୍ଯ୍ୟ କରିବାର ସମୟ ଏହି; କାରଣ ଲୋକମାନେ ତୁମ୍ଭ ବ୍ୟବସ୍ଥା ବ୍ୟର୍ଥ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କର କାର୍ଯ୍ୟ କରିବାର ସମୟ ଏହି; କାରଣ ଲୋକମାନେ ତୁମ୍ଭ ବ୍ୟବସ୍ଥା ବ୍ୟର୍ଥ କରିଅଛନ୍ତି।