Psalms 119:127 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ମୁଁ ତୁମ୍ଭର ନିର୍ଦ୍ଦେଶକୁ ସ୍ନହେ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ମୁଁ ସୁବର୍ଣ୍ଣ ଓ ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ତୁମ୍ଭ ଆଜ୍ଞାସମୂହକୁ ସ୍ନେହ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ମୁଁ ତୁମ୍ଭର ନିର୍ଦ୍ଦେଶକୁ ସ୍ନେହ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ମୁଁ ସୁବର୍ଣ୍ଣ ଓ ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ତୁମ୍ଭ ଆଜ୍ଞାସମୂହକୁ ସ୍ନେହ କରେ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ମୁଁ ସୁବର୍ଣ୍ଣ ଓ ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ତୁମ୍ଭ ଆଜ୍ଞାସମୂହକୁ ସ୍ନେହ କରେ।