Psalms 119:128 — Compare Translations

5 translations compared side by side

Odia - 1840
"ମୁଁ ଯତ୍ନର ସହକାରେ ତୁମ୍ଭର ନିର୍ଦ୍ଦେଶକୁ ଅନୁସରଣ କରେ। ମୁଁ ମିଥ୍ଯା ଉପଦେଶକୁ ଘୃଣା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ମୁଁ ସବୁ ବିଷୟରେ ତୁମ୍ଭର ସକଳ ବିଧାନ ଯଥାର୍ଥ ଜ୍ଞାନ କରେ ଓ ପ୍ରତ୍ୟେକ ମିଥ୍ୟାପଥ ଘୃଣା କରେ । ପେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯତ୍ନର ସହକାରେ ତୁମ୍ଭର ନିର୍ଦ୍ଦେଶକୁ ଅନୁସରଣ କରେ। ମୁଁ ମିଥ୍ୟା ଉପଦେଶକୁ ଘୃଣା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ମୁଁ ସବୁ ବିଷୟରେ ତୁମ୍ଭର ସକଳ ବିଧାନ ଯଥାର୍ଥ ଜ୍ଞାନ କରେ ଓ ପ୍ରତ୍ୟେକ ମିଥ୍ୟାପଥ ଘୃଣା କରେ। ପେ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ମୁଁ ସବୁ ବିଷୟରେ ତୁମ୍ଭର ସକଳ ବିଧାନ ଯଥାର୍ଥ ଜ୍ଞାନ କରେ ଓ ପ୍ରତ୍ୟେକ ମିଥ୍ୟାପଥ ଘୃଣା କରେ। ପେ।