Psalms 119:129 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତୁମ୍ଭର ବାକ୍ଯସକଳ ଆଶ୍ଚର୍ୟ୍ଯଜନକ ଅଟେ। ସେଥିପାଇଁ ମୁଁ ତାହା ଅନୁସରଣ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ପ୍ରମାଣ-ବାକ୍ୟସକଳ ଆଶ୍ଚର୍ଯ୍ୟ; ଏଥିପାଇଁ ମୋʼ ପ୍ରାଣ ତାହାସବୁ ପାଳନ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ପେ ସଦାପ୍ରଭୁ, ତୁମ୍ଭର ବାକ୍ୟସକଳ ଆଶ୍ଚର୍ଯ୍ୟଜନକ ଅଟେ। ସେଥିପାଇଁ ମୁଁ ତାହା ଅନୁସରଣ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ପ୍ରମାଣ-ବାକ୍ୟସକଳ ଆଶ୍ଚର୍ଯ୍ୟ; ଏଥିପାଇଁ ମୋʼ ପ୍ରାଣ ତାହାସବୁ ପାଳନ କରେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ପ୍ରମାଣ-ବାକ୍ୟସକଳ ଆଶ୍ଚର୍ଯ୍ୟ; ଏଥିପାଇଁ ମୋ’ ପ୍ରାଣ ତାହାସବୁ ପାଳନ କରେ।