Psalms 119:13 — Compare Translations

5 translations compared side by side

Odia - 1840
"ମାେ ଓଷ୍ଠସହ ତୁମ୍ଭର ନ୍ଯାଯପରାଯଣତାକୁ ବାରମ୍ବାର କହିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭ ମୁଖନିର୍ଗତ ଶାସନସକଳ ଆପଣା ଓଷ୍ଠାଧରରେ ବର୍ଣ୍ଣନା କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ଓଷ୍ଠସହ ତୁମ୍ଭର ନ୍ୟାୟପରାୟଣତାକୁ ବାରମ୍ବାର କହିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭ ମୁଖନିର୍ଗତ ଶାସନସକଳ ଆପଣା ଓଷ୍ଠାଧରରେ ବର୍ଣ୍ଣନା କରିଅଛି।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭ ମୁଖନିର୍ଗତ ଶାସନସକଳ ଆପଣା ଓଷ୍ଠାଧରରେ ବର୍ଣ୍ଣନା କରିଅଛି।