Psalms 119:130 — Compare Translations
5 translations compared side by side
Odia - 1840
"ତୁମ୍ଭର କଥାର ବିସ୍ତାରତା ମସ୍ତକର ଆ ଲୋକ ପ୍ରଦାନ କରେ। ଏପରି ଏହା ମୂର୍ଖ ଲୋକମାନଙ୍କୁ ମଧ୍ଯ ବୁଦ୍ଧିମାନ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ବାକ୍ୟର ବିକାଶ ଆଲୁଅ ପ୍ରଦାନ କରେ; ତାହା ନିର୍ବୋଧକୁ ବୋଧ ଦିଏ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର କଥାର ବିସ୍ତାରତା ମସ୍ତକକୁ ଆଲୋକ ପ୍ରଦାନ କରେ। ଏପରିକି ଏହା ମୂର୍ଖ ଲୋକମାନଙ୍କୁ ମଧ୍ୟ ବୁଦ୍ଧିମାନ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ବାକ୍ୟର ବିକାଶ ଆଲୁଅ ପ୍ରଦାନ କରେ; ତାହା ନିର୍ବୋଧକୁ ବୋଧ ଦିଏ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ବାକ୍ୟର ବିକାଶ ଆଲୁଅ ପ୍ରଦାନ କରେ; ତାହା ନିର୍ବୋଧକୁ ବୋଧ ଦିଏ।