Psalms 119:131 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ମୁଁ ତୁମ୍ଭର ସମସ୍ତ ନିର୍ଦ୍ଦେଶ ଶିକ୍ଷା କରିବାକୁ ଚା ହେଁ। ମୁଁ ସେସବୁ ପାଇଁ ର୍ଧୈୟ୍ଯଶୀଳ ହାଇେ ଅପେକ୍ଷା କରୁଅଛି, ମୁଁ ପ୍ରାଯ ନିଶ୍ବାସ ଅପ୍ରଚଳିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭ ଆଜ୍ଞାର ଆକାଂକ୍ଷାରେ ଆପଣା ମୁଖ ଫର୍ଚା କରି ଫିଟାଇ ପକାଇଲି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୁଁ ତୁମ୍ଭର ସମସ୍ତ ନିର୍ଦ୍ଦେଶ ଶିକ୍ଷା କରିବାକୁ ଗ୍ଭହେଁ। ମୁଁ ସେସବୁ ପାଇଁ ଧୈର୍ଯ୍ୟଶୀଳ ହୋଇ ଅପେକ୍ଷା କରୁଅଛି, ମୁଁ ପ୍ରାୟ ନିଶ୍ୱାସ ଅପ୍ରଚଳିତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭ ଆଜ୍ଞାର ଆକାଂକ୍ଷାରେ ଆପଣା ମୁଖ ଫର୍ଚ୍ଚା କରି ଫିଟାଇ ପକାଇଲି।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭ ଆଜ୍ଞାର ଆକାଂକ୍ଷାରେ ଆପଣା ମୁଖ ଫର୍ଚା କରି ଫିଟାଇ ପକାଇଲି।