Psalms 119:132 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ମାେତେ ଦେଖ ଓ ମାେ ପ୍ରତି ଦୟା କର। ତୁମ୍ଭର ନାମକୁ ଭଲପାଉଥିବା ଲୋକମାନଙ୍କ ପାଇଁ ୟାହା କରିବା ଉଚିତ୍ ତାହା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ନାମର ପ୍ରେମକାରୀମାନଙ୍କ ପ୍ରତି ଯେପରି କରିଥାଅ, ସେପରି ମୋʼ ପ୍ରତି ଫେର ଓ ମୋତେ ଦୟା କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ମୋତେ ଦେଖ ଓ ମୋ’ ପ୍ରତି ଦୟା କର। ତୁମ୍ଭର ନାମକୁ ଭଲପାଉଥିବା ଲୋକମାନଙ୍କ ପାଇଁ ଯାହା କରିବା ଉଚିତ୍ ତାହା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ନାମର ପ୍ରେମକାରୀମାନଙ୍କ ପ୍ରତି ଯେପରି କରିଥାଅ, ସେପରି ମୋʼ ପ୍ରତି ଫେର ଓ ମୋତେ ଦୟା କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ନାମର ପ୍ରେମକାରୀମାନଙ୍କ ପ୍ରତି ଯେପରି କରିଥାଅ, ସେପରି ମୋ’ ପ୍ରତି ଫେର ଓ ମୋତେ ଦୟା କର।