Psalms 119:133 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭର ପ୍ରତିଜ୍ଞା ଅନୁସାରେ ମାେତେ ପରିଚାଳିତ କର। ମାେ ପ୍ରତି କୌଣସି ଅଘଟଣ ଘଟିବାକୁ ଦିଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ବାକ୍ୟାନୁସାରେ ମୋʼ ପାଦଗତି ସଜାଡ଼ ଓ ମୋʼ ଉପରେ କୌଣସି ଅଧର୍ମକୁ ରାଜତ୍ଵ କରିବାକୁ ଦିଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭର ପ୍ରତିଜ୍ଞା ଅନୁସାରେ ମୋତେ ପରିଗ୍ଭଳିତ କର। ମୋ’ ପ୍ରତି କୌଣସି ଅଘଟଣ ଘଟିବାକୁ ଦିଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ବାକ୍ୟାନୁସାରେ ମୋʼ ପାଦଗତି ସଜାଡ଼ ଓ ମୋʼ ଉପରେ କୌଣସି ଅଧର୍ମକୁ ରାଜତ୍ୱ କରିବାକୁ ଦିଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ବାକ୍ୟାନୁସାରେ ମୋ’ ପାଦଗତି ସଜାଡ଼ ଓ ମୋ’ ଉପରେ କୌଣସି ଅଧର୍ମକୁ ରାଜତ୍ୱ କରିବାକୁ ଦିଅ ନାହିଁ।