Psalms 119:134 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ଯେଉଁମାନେ ମାେତେ ଆହତ କରନ୍ତି ସମାନଙ୍କେଠାରୁ ମାେତେ ରକ୍ଷା କର ୟପରେିକି ମୁଁ ତୁମ୍ଭର ନିର୍ଦ୍ଦଶେ ସକଳ ମାନିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟର ଉପଦ୍ରବରୁ ମୋତେ ମୁକ୍ତ କର; ତହିଁରେ ମୁଁ ତୁମ୍ଭର ବିଧାନସବୁ ପାଳନ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ଯେଉଁମାନେ ମୋତେ ଆହତ କରନ୍ତି ସେମାନଙ୍କଠାରୁ ମୋତେ ରକ୍ଷା କର ଯେପରିକି ମୁଁ ତୁମ୍ଭର ନିର୍ଦ୍ଦେଶ ସକଳ ମାନିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟର ଉପଦ୍ରବରୁ ମୋତେ ମୁକ୍ତ କର; ତହିଁରେ ମୁଁ ତୁମ୍ଭର ବିଧାନସବୁ ପାଳନ କରିବି।
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟର ଉପଦ୍ରବରୁ ମୋତେ ମୁକ୍ତ କର; ତହିଁରେ ମୁଁ ତୁମ୍ଭର ବିଧାନସବୁ ପାଳନ କରିବି।