Psalms 119:135 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ତୁମ୍ଭର ଦାସକୁ ଗ୍ରହଣ କର। ଏବଂ ତୁମ୍ଭର ବ୍ଯବସ୍ଥାମାନ ମାେତେ ଶିକ୍ଷା ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ଦାସ ପ୍ରତି ଆପଣା ମୁଖ ପ୍ରସନ୍ନ କର ଓ ତୁମ୍ଭର ବିଧିସବୁ ମୋତେ ଶିଖାଅ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭର ଦାସକୁ ଗ୍ରହଣ କର। ଏବଂ ତୁମ୍ଭର ବ୍ୟବସ୍ଥାମାନ ମୋତେ ଶିକ୍ଷା ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ଦାସ ପ୍ରତି ଆପଣା ମୁଖ ପ୍ରସନ୍ନ କର ଓ ତୁମ୍ଭର ବିଧିସବୁ ମୋତେ ଶିଖାଅ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ଦାସ ପ୍ରତି ଆପଣା ମୁଖ ପ୍ରସନ୍ନ କର ଓ ତୁମ୍ଭର ବିଧିସବୁ ମୋତେ ଶିଖାଅ।