Psalms 119:136 — Compare Translations
5 translations compared side by side
Odia - 1840
"ମାେ ଚକ୍ଷୁରୁ ଅଶ୍ରୁ ନଦୀପରି ବହୁଛି। କାରଣ ଲୋକମାନେ ତୁମ୍ଭର ବ୍ଯବସ୍ଥାମାନ ପାଳନ କରୁ ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲୋକମାନେ ତୁମ୍ଭର ବ୍ୟବସ୍ଥା ପାଳନ ନ କରିବାରୁ ମୋʼ ଚକ୍ଷୁରୁ ଜଳଧାରା ବହୁଅଛି । ସାଦେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ଚକ୍ଷୁରୁ ଅଶ୍ରୁ ନଦୀପରି ବହୁଛି। କାରଣ ଲୋକମାନେ ତୁମ୍ଭର ବ୍ୟବସ୍ଥାମାନ ପାଳନ କରୁ ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲୋକମାନେ ତୁମ୍ଭର ବ୍ୟବସ୍ଥା ପାଳନ ନ କରିବାରୁ ମୋʼ ଚକ୍ଷୁରୁ ଜଳଧାରା ବହୁଅଛି। ସାଦେ।
Odia IRV 2017 (ଓଡିଆ ବାଇବେଲ)
ଲୋକମାନେ ତୁମ୍ଭର ବ୍ୟବସ୍ଥା ପାଳନ ନ କରିବାରୁ ମୋ’ ଚକ୍ଷୁରୁ ଜଳଧାରା ବହୁଅଛି। ସାଦେ।